ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମଠାଧୀଶ

3 weeks ago 7
ARTICLE AD BOX

ପୁରୀର ମଠାଧୀଶମାନେ ଆଜି ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ପୁରୀର ବିଭିନ୍ନ ମଠ ମନ୍ଦିରର ଉନ୍ନତିକରଣ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ୱିତ ପାତ୍ର, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପସ୍ଥିତ ଥିଲେ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.