ARTICLE AD BOX
#ସଂକଳ୍ପ_ନେଲେ_ହବିଷ୍ୟାଳୀ ଆଶ୍ୱିନ ଶୁକ୍ଳ ଏକାଦଶୀରୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଶ୍ରୀଜିଉଙ୍କ ପବିତ୍ର କାର୍ତ୍ତିକ ନୀତି। ରାଧା-ଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ସଂକଳ୍ପ ନେଇ କାର୍ତ୍ତିକ ବ୍ରତ ଆରମ୍ଭ କଲେ ହବିଷ୍ୟାଳୀ । ତୀର୍ଥ ପୁଷ୍କରିଣୀ ସ୍ନାନ ପରେ ଚଉରା ମୂଳେ ମୁରୁଜ ପକାଇ ପୂଜାର୍ଚ୍ଚନା କରୁଛନ୍ତି ବ୍ରତଧାରୀ । ମହାପ୍ରଭୁଙ୍କ ଦର୍ଶନ ଓ ହବିଷ୍ୟାଳୀଙ୍କ ସଙ୍କଳ୍ପରେ ଆଧ୍ୟାତ୍ମିକତାରେ କମ୍ପୁଛି ଶ୍ରୀକ୍ଷେତ୍ର । #ArgusNews #KartikaBrata #RadhaDamodarBesha #Srimandir #Puri #Habisyali #KartikaMasa #OdishaCulture ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

5 days ago
4


