ସୁଲଭ ଆବାସିକ ପ୍ରକଳ୍ପ

2 weeks ago 5
ARTICLE AD BOX

ଭୁବନେଶ୍ବରର ଘାଟିକିଆଠାରେ 'ନୀଳକଣ୍ଠେଶ୍ୱର ନିବାସ' ଏବଂ ଗାଡ଼କଣଠାରେ 'ମୁକ୍ତେଶ୍ୱର ରେସିଡେନ୍ସି' ନାମକ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗାଡ଼କଣରେ ୬ ଏକରରୁ ଅଧିକ ଜମି ଉପରେ ପ୍ରାୟ ୯୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୮୦ଟି ଆବାସ ଗୃହ ଏବଂ ଘାଟିକିଆରେ ୫ ଏକରରୁ ଅଧିକ ଜମି ଉପରେ ୬୬ କୋଟି ୪୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୯୨୮ଟି ଆବାସ ଏଥିରେ ସାମିଲ ରହିଛି।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.